କନକ ବ୍ୟୁରୋ: ଗଞ୍ଜାମ ଜିଲ୍ଲା ରୁଷିକୁଲ୍ୟା ମୁହାଣ ବେଳାଭୂମିରେ ଅଲିଭ ରିଡଲେ କଇଁଛଙ୍କ ଗଣ ଅଣ୍ଡଦାନ ଆରମ୍ଭ । ୭ ବର୍ଷ ପରେ ଚଳିତ ବର୍ଷ ଅଲିଭ ରିଡଲେ କଇଁଛମାନେ ଦିନବେଳା ଗଣ ଅଣ୍ଡାଦାନ କରିଛନ୍ତି । ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ ଏକ ମାସ ବିଳମ୍ବରେ ଅଣ୍ଡାଦାନ ଆରମ୍ଭ ହୋଇଛି । କଇଁଛଙ୍କ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସମୁଦ୍ର ବେଳାଭୂମି ୫ କିଲୋମିଟର ପର୍ଯ୍ୟନ୍ତ ବ୍ୟାରିକେଟ୍ ନିର୍ମାଣ କରିଛନ୍ତି ।
ରୁଷିକୁଲ୍ୟା ମୁହାଣ ବେଳାଭୂମିରେ ଅଲିଭ ରିଡଲେ କଇଁଛଙ୍କ ଗଣ ଅଣ୍ଡଦାନ। ବେଳାଭୂମି ୫ କିଲୋମିଟର ପର୍ଯ୍ୟନ୍ତ ବ୍ୟାରିକେଟ୍ ନିର୍ମାଣ।
/kanak/media/post_attachments/wp-content/uploads/2023/02/vlcsnap-2023-02-23-18h55m21s208.png)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)