ନୂଆ ଭୋଟରଙ୍କୁ ସଚେତନ ପାଇଁ ନୂଆ ଉଦ୍ୟମ । ନମୋ ନବ ମତଦାତା ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

Advertisment
ନୂଆ ଭୋଟରଙ୍କୁ ସଚେତନ ପାଇଁ ନୂଆ ଉଦ୍ୟମ । ନମୋ ନବ ମତଦାତା ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

କନକ ବ୍ୟୁରୋ : ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଦେଶବ୍ୟାପୀ ଆୟୋଜିତ ହେଉଛି ‘ନମୋ ନବ ମତଦାତା ସମ୍ମିଳନୀ’ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ମିଳନୀରେ ସାମିଲ ହୋଇଛନ୍ତି । ଭିଡିଓ କନଫରେନ୍ସରେ ଯୋଡି ହୋଇଛନ୍ତି ପ୍ରଧାନମନ୍ତ୍ରୀ । ଓଡ଼ିଶାର ୨୫୦ଟି ସ୍ଥାନରେ ଏହି ସମ୍ମିଳନୀ ଅନୁଷ୍ଠିତ ହେଉଛି ।

ନୂଆ କରି ମତଦାନ ଦେବାକୁ ଯାଉଥିବା ଯୁବ ଭୋଟରଙ୍କ ପାଇଁ ଏପରି କାର୍ଯ୍ୟକ୍ରମ କରାଯାଉଛି । କାର୍ଯ୍ୟକ୍ରମରେ ସ୍ଥାନୀୟ ସାଂସଦ ଓ ବିଧାୟକମାନେ ସାମିଲ ହୋଇଛନ୍ତି । ନୂତନ ମତଦାତା ସମ୍ମିଳନୀକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ୨୦୪୭ ବିକଶିତ ଭାରତ ଗଠନର ନେତୃତ୍ୱ ନେବେ ବର୍ତମାନର ନୂଆ ଭୋଟର

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe