କନକ ବ୍ୟୁରୋ: ଆଜି ରାଜ୍ୟକୁ ମିଳିବ ନୂଆ ରାଜ୍ୟପାଳ । ରାଜ୍ୟର ୨୬ତମ ରାଜ୍ୟପାଳ ଭାବରେ ଶପଥ ଗ୍ରହଣ କରିବେ ରଘୁବର ଦାସ । ଶପଥ ଗ୍ରହଣ ପୂର୍ବରୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି ରଘୁବର ଦାସ । ଦିନ ୧୧ ଟା ୪୫ରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ଏହାପୂର୍ବରୁ ସେ ଗତକାଲି ପୁରୀ ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି । ଆଉ ପରେ ରାଜଭବନରେ ପହଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କଲେ ନୂୂଆ ରାଜ୍ୟପାଳ ରଘୁବର ଦାସ । ଶପଥ ପୂର୍ବରୁ ଭୋଳାବାବାଙ୍କ ଆଶିଷ ନେଲେ । ଦିନ ୧୧ଟା ୪୫ରେ ନେବେ ଶପଥ ।
/kanak/media/post_attachments/wp-content/uploads/2023/10/10-28.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)