କନକ ବ୍ୟୁରୋ : ରାଜ୍ୟର କରୋନା ମିଟର । ଗତ ୨୪ଘଣ୍ଟା ମଧ୍ୟରେ ୩୦୮୬ କରୋନା ଆକ୍ରାନ୍ତ ଚିହ୍ନଟ । ଶୂନରୁ ୧୮ବର୍ଷ ମଧ୍ୟରେ ୪୫୪ ଚିହ୍ନଟ । ସଙ୍ଗରୋଧରୁ ୧୭୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୨୮୯ ଜଣ । ଖୋର୍ଦ୍ଧାରୁ ସର୍ବାଧିକ ୬୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Advertisment

ସେହିପରି ଅନୁଗୁଳ ୮୨, ବାଲେଶ୍ୱର ୭୬, ବରଗଡ ୩୬, ଭଦ୍ରକ ୭୭, ବଲାଙ୍ଗୀର ୭୬, ବୌଦ୍ଧ ୧୬, କଟକ ୩୨୫, ଦେବଗଡ ୬୯, ଢେଙ୍କାନାଳ ୭୧, ଗଜପତି ୬୩, ଗଞ୍ଜାମ ୪୬, ଜଗତସିଂହପୁର ୭୪, ଯାଜପୁର ୧୪୯, ଝାରସୁଗୁଡା ୬୯, କଳାହାଣ୍ଡି ୭୭, କନ୍ଧମାଳ ୨୪, କେନ୍ଦ୍ରାପଡା ୪୯, କେନ୍ଦୁଝର ୩୯, କୋରାପୁଟ ୪୪, ମାଲକାନଗିରି ୩୦ ମୟୂରଭଞ୍ଜ ୧୦୯, ନବରଙ୍ଗପୁର ୮୪, ନୟାଗଡ ୧୧୦, ନୂଆପଡା ୧୦୬, ପୁରୀ ୪୨, ରାୟଗଡା ୪୦, ସମ୍ବଲପୁର ୭୫, ସୋନପୁର ୩୫, ସୁନ୍ଦରଗଡ ୨୧୬ ଓ ଷ୍ଟେଟପୋଲରୁ ୧୨୫ ଚିହ୍ନଟ ହୋଇଛନ୍ତି । ତେବେ ୪୨ହଜାର ୯୮ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।