କନକ ବ୍ୟୁରୋ : ନୂଆବର୍ଷରୁ ଲିଙ୍ଗରାଜ ମନ୍ଦିରରେ ନୂଆ ନିୟମ । ଏଣିକି ଓମଫେଡ୍ ଘିଅରେ ପ୍ରଭୁ ଲିଙ୍ଗରାଜଙ୍କ କୋଠଭୋଗ ହେବ । କେବଳ ଏତିକି ନୁହେଁ, ପାନ, ଗୁଟଖା ସେବନକାରୀ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ନାହିଁ ।
ଏହା ସହ ପଲିଥିନ୍ ଓ ପ୍ଲାଷ୍ଟିକ୍ ଭିତରକୁ ନେଇ ପାରିବେ ନାହିଁ ଶ୍ରଦ୍ଧାଳୁ । ନୂଆ ବର୍ଷର ପ୍ରଥମ ଦିନରୁ ଏହି ନିୟମ କଡାକଡି ହେବ । ଏଥିପାଇଁ ଟ୍ରଷ୍ଟ ବୋର୍ଡର ବୈଠକରେ ଅନୁମତି ପରେ ସେବାୟତ ମୁଖ୍ୟଙ୍କୁ ଚିଠି କରାଯାଇଛି ।
ନୂଆବର୍ଷରୁ ଲିଙ୍ଗରାଜ ମନ୍ଦିରରେ ନୂଆ ନିୟମ । ଓମଫେଡ୍ ଘିଅରେ ହେବ ପ୍ରଭୁ ଲିଙ୍ଗରାଜଙ୍କ କୋଠଭୋଗ । ପାନ, ଗୁଟଖା ଖାଇ ମନ୍ଦିର ଭିତରକୁ ପ୍ରବେଶ ମନା
/kanak/media/post_attachments/wp-content/uploads/2024/01/lingaraj-temple-2.jpeg)