କନକ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼ି ପଡ଼ିଛି । ଏଥିରେ ଜଣେ ବ୍ୟକ୍ତି ନିହତ ହୋଇଥିବାବେଳେ ପ୍ରାୟ ୧୩ ଜଣ ଲୋକ ଏବେ ବି ଭଗ୍ନାବଶେଷ ତଳେ ଫସି ରହିଛନ୍ତି ।
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା । ଫସି ରହିଛନ୍ତି ୧୩ ଜଣ, ୧ ମୃତ ।
ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼ି ପଡ଼ିଛି । ଜଣଙ୍କ ମୃତ୍ୟୁ ହୋଇଥିବା ବଳେ ୧୩ ଜଣ ଫସି ରହିଛନ୍ତି ।
/kanak/media/media_files/2024/10/22/35Md2y7zJHVgzKBDGiDX.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/28/2025-04-28t103046215z-348267369_658890662730311_6089886170448266075_n.jpg)