କନକ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼ି ପଡ଼ିଛି । ଏଥିରେ ଜଣେ ବ୍ୟକ୍ତି ନିହତ ହୋଇଥିବାବେଳେ ପ୍ରାୟ ୧୩ ଜଣ ଲୋକ ଏବେ ବି ଭଗ୍ନାବଶେଷ ତଳେ ଫସି ରହିଛନ୍ତି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us