ଭୁବନେଶ୍ବର ରେଳଷ୍ଟେସନରୁ ୧୦ ବାଂଲାଦେଶୀ ଗିରଫ : ବିନା ପାସପୋର୍ଟ ଓ ଭିସାରେ କରିଥିଲେ ଭାରତରେ ପ୍ରବେଶ

Advertisment

ରାଜଧାନୀରେ ରହୁଥିଲେ ବାଂଲାଦେଶୀ ଅନୁପ୍ରବେଶକାରୀ, ମାଡ଼ିବସିଲା ଏସଟିଏଫ । ଭୁବନେଶ୍ବର ରେଳଷ୍ଟେସନରୁ ୧୦ ବାଂଲାଦେଶି ଗିରଫ। ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ STF ।

ରାଜଧାନୀରେ ରହୁଥିଲେ ବାଂଲାଦେଶୀ ଅନୁପ୍ରବେଶକାରୀ, ମାଡ଼ିବସିଲା ଏସଟିଏଫ । ଭୁବନେଶ୍ବର ରେଳଷ୍ଟେସନରୁ ୧୦ ବାଂଲାଦେଶି ଗିରଫ। ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ STF ।

ୱୋଲୁୋତ୍ାେପଗ

Photograph: (KanakNews )

କନକବ୍ୟୁରୋ : ରାଜଧାନୀରେ ରହୁଥିଲେ ବାଂଲାଦେଶୀ ଅନୁପ୍ରବେଶକାରୀ, ମାଡ଼ିବସିଲା ଏସଟିଏଫ । ଭୁବନେଶ୍ବର ରେଳଷ୍ଟେସନରୁ ୧୦ ବାଂଲାଦେଶି ଗିରଫ। ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ STF । ବିନା କୌଣସି ପାସପୋର୍ଟ ଓ ଭିସାରେ ଏମାନେ ଭାରତରେ ପ୍ରବେଶ କରିବା ସହ ଭୁବନେଶ୍ବର ରେଳ ଷ୍ଟେସନରେ ରହୁଥିଲେ।  ଗିରଫ ବାଂଲାଦେଶୀ ଙ୍କ ମଧ୍ୟରେ ୬ ଜଣ ପୁରୁଷ ଥିବା ବେଳେ ୩ ଜଣ ମହିଳା ଓ ଜଣେ ନାବାଳକ ରହିଛି ।

ଗିରଫ ଅଭିଯୁକ୍ତ ମାନଙ୍କ ଠାରୁ ୭ ଟି ମୋବାଇଲ,  ବଙ୍ଗଳାଦେଶ ଟଙ୍କା ସହ ଅନେକ୍ ସମାଗ୍ରୀ ଜବତ କରାଯାଇଛି। ସମସ୍ତ ଅଭିଯୁକ୍ତ ଆସାମ ଡୁବୁରି ଦେଇ ଭାରତକୁ ପ୍ରବେଶ କରିଥିବା ସୂଚନା  । ମାର୍ଚ୍ଚ ୬ ତାରିଖରେ ଦିବ୍ରୁଗଡ଼- ଚେନ୍ନାଇ ଏକ୍ସପ୍ରେସରେ ବେଙ୍ଗାଳୁରୁ ଯାଉଥିବା ବେଳେ ଧରିଲା ଏସଟିଏଫ ।  ଏମାନେ ବିନା ଭିସା ଓ ପାସପୋର୍ଟରେ ଭାରତରେ ପ୍ରବେଶ କରିଥିଲେ ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe