ରାଜଧାନୀରେ ୧୦ପୂଜା କମିଟିକୁ ରାବଣପୋଡି ପାଇଁ ଅନୁମତି: ସୁରକ୍ଷା ବ୍ୟବସ୍ଥା କଡାକଡି

ଅଧର୍ମ ଉପରେ ଧର୍ମର ବିଜୟ ସ୍ବରୁପ ଆଜି ସନ୍ଧ୍ୟାରେ ହେବ ରାବଣ ପୋଡ଼ି ଉତ୍ସବ। ଏଥିପାଇଁ ରାଜଧାନୀର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି ।

ravan

କନକବ୍ୟୁରୋ:ଅଧର୍ମ ଉପରେ ଧର୍ମର ବିଜୟ ସ୍ବରୁପ ଆଜି ସନ୍ଧ୍ୟାରେ ହେବ ରାବଣ ପୋଡ଼ି ଉତ୍ସବ । ଏଥିପାଇଁ ରାଜଧାନୀର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି । ଏବର୍ଷ ରାଜଧାନୀର ୧୦ଟି ପୂଜା କମିଟିକୁ ଅନୁମତି ମିଳିଛି ।

ନହରକଣ୍ଟା, ଝାରପଡ଼ା, ବରମୁଣ୍ଡା, କୋରଡ଼କଣ୍ଟା, ବାଙ୍କୁଆଳ, ଗୋପାଳପୁର, କିଟ୍ ରୋଡ୍, ଚନ୍ଦକା କ୍ଲବ ପଡିଆ, ସିମୁଳିପାଟଣା ଦୋଳ ଯାତ୍ରା ପଡ଼ିଆ ଓ କପିଳପ୍ରସାଦ ଫୁଟବଲ ଗ୍ରାଉଣ୍ଡରେ ରାବଣପୋଡ଼ି ଉତ୍ସବ ପାଇଁ ଅନୁମତି ମିଳିଛି । ଲୋକଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରିଛି ପୋଲିସ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe