କନକ ବ୍ୟୁରୋ : କୋରାପୁଟ ଜୟପୁରର ଏକ ଛାତ୍ରୀନିବାସରେ ଡାଇରିଆ ଆତଙ୍କ । ୧୩ ଜଣ ଛାତ୍ରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି। ଆକ୍ରାନ୍ତ ଛାତ୍ରୀମାନେ କୁନ୍ଦୁରା ବ୍ଳକ ଭେଜାହାଣ୍ଡି ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର । ଏମାନେ ସମସ୍ତେ ଛାତ୍ରୀ ନିବାସରେ ରହି ପାଠ ପଢୁଛନ୍ତି। ଝାଡାବାନ୍ତିର କାରଣ ଅସ୍ପଷ୍ଟ ରହିଛି । କିଛି ଦିନ ତଳେ ମଧ୍ୟ ଏହି ବିଦ୍ୟାଳୟରେ ୯ ଜଣ ଛାତ୍ରୀ ଏପରି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ଖବର ପାଇ ଛାତ୍ରୀଙ୍କ ଅଭିଭାବକ ମେଡିକାଲରେ ପହଞ୍ଚିଛନ୍ତି।
ଛାତ୍ରୀ ନିବାସରେ ୧୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
୧୩ ଜଣ ଛାତ୍ରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି। ଆକ୍ରାନ୍ତ ଛାତ୍ରୀମାନେ କୁନ୍ଦୁରା ବ୍ଳକ ଭେଜାହାଣ୍ଡି ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ।
/kanak/media/media_files/2025/09/15/diarrhea-2025-09-15-09-15-53.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/12/05/2024-12-05t085615664z-9834a11b-9015-4cfe-ae63-b20008d51374.jpg)