କନକ ବ୍ୟୁରୋ: ନାବାଳିକାଙ୍କୁ ଅପହରଣ ଓ ଦୁର୍ଷ୍କମ ଘଟଣାରେ ୩ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ କାରାଦଣ୍ଡାଦେଶ। ଯାଜପୁର ଆଡ-ହକ ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ସ୍ୱତନ୍ତ୍ର ପୋକ୍ସୋ ଜଜ୍ ଏଭଳି ଦଣ୍ଡାଦେଶ ଶୁଣାଇଛନ୍ତି। ସୁକିନ୍ଦା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ମାମାଲାରେ କୋର୍ଟ ଏହି ରାୟ ଶୁଣାଇଛନ୍ତି। ମୁଖ୍ୟ ଅଭିଯୁକ୍ତ ସହ ଦୁଇ ସହଯୋଗୀଙ୍କୁ ୨୦ ବର୍ଷ ଲେଖାଁଏ କାରାଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ।
ନାବାଳିକାଙ୍କୁ ଅପହରଣ ଓ ଦୁର୍ଷ୍କମ ଘଟଣା : ୩ ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡାଦେଶ
ନାବାଳିକାଙ୍କୁ ଅପହରଣ ଓ ଦୁର୍ଷ୍କମ ଘଟଣାରେ ୩ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ କାରାଦଣ୍ଡାଦେଶ। ଯାଜପୁର ଆଡ-ହକ ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ସ୍ୱତନ୍ତ୍ର ପୋକ୍ସୋ ଜଜ୍ ଏଭଳି ଦଣ୍ଡାଦେଶ ଶୁଣାଇଛନ୍ତି।