ନାବାଳିକାଙ୍କୁ ଅପହରଣ ଓ ଦୁର୍ଷ୍କମ ଘଟଣା : ୩ ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡାଦେଶ

ନାବାଳିକାଙ୍କୁ ଅପହରଣ ଓ ଦୁର୍ଷ୍କମ ଘଟଣାରେ ୩ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ କାରାଦଣ୍ଡାଦେଶ। ଯାଜପୁର ଆଡ-ହକ ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ସ୍ୱତନ୍ତ୍ର ପୋକ୍ସୋ ଜଜ୍ ଏଭଳି ଦଣ୍ଡାଦେଶ ଶୁଣାଇଛନ୍ତି।

accused

କନକ ବ୍ୟୁରୋ:  ନାବାଳିକାଙ୍କୁ ଅପହରଣ ଓ ଦୁର୍ଷ୍କମ ଘଟଣାରେ ୩ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ କାରାଦଣ୍ଡାଦେଶ। ଯାଜପୁର ଆଡ-ହକ ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ସ୍ୱତନ୍ତ୍ର ପୋକ୍ସୋ ଜଜ୍ ଏଭଳି ଦଣ୍ଡାଦେଶ ଶୁଣାଇଛନ୍ତି। ସୁକିନ୍ଦା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ମାମାଲାରେ କୋର୍ଟ ଏହି ରାୟ ଶୁଣାଇଛନ୍ତି। ମୁଖ୍ୟ ଅଭିଯୁକ୍ତ ସହ ଦୁଇ ସହଯୋଗୀଙ୍କୁ ୨୦ ବର୍ଷ ଲେଖାଁଏ କାରାଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe