କନକ ବ୍ୟୁରୋ: ସୁଭଦ୍ରା ତୃତୀୟ କିସ୍ତିରୁ ବାଦ ପଡିଛନ୍ତି ୩ ଲକ୍ଷ ୯୯ ହଜାର ୩୫୨ ଜଣ । ସେହିଭଳି ଦ୍ଵିତୀୟ କିସ୍ତିରୁ ବାଦ ପଡିଛନ୍ତି ୧ ଲକ୍ଷ ୮୩ ହଜାର ୭୮୫ ହିତାଧିକାରୀ । ସୁଭଦ୍ରାରେ ପ୍ରଥମ କିସ୍ତି ୧ କୋଟି ୨ ଲକ୍ଷ ୮୦ ହଜାର ୯୨ ଜଣ ପାଇଥିବା ବେଳେ ଦ୍ବିତୀୟ କିସ୍ତିରେ ୧ କୋଟି ୯୬ ହଜାର ୩୦୭ ପାଇଛନ୍ତି । ତୃତୀୟ କିସ୍ତି ପାଇଛନ୍ତି ୯୬ ଲକ୍ଷ ୯୬ ହଜାର ୯୫୫ ଜଣ । ତେବେ ମୋଟ ୧ କୋଟି ୯ ଲକ୍ଷ ୮୭ ହଜାର ୮୯୪ ଜଣ ସୁଭଦ୍ରା ଆବେଦନ କରିଥିଲେ । ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଏହି ଉତ୍ତର ରଖିଛନ୍ତି ।
ସୁଭଦ୍ରା ତୃତୀୟ କିସ୍ତିରୁ ବାଦ ପଡ଼ିଛନ୍ତି ୩ ଲକ୍ଷ ୯୯ହଜାର ୩୫୨ଜଣ: ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉତ୍ତର
ସୁଭଦ୍ରାରେ ପ୍ରଥମ କିସ୍ତି ୧ କୋଟି ୨ ଲକ୍ଷ ୮୦ ହଜାର ୯୨ ଜଣ ପାଇଥିବା ବେଳେ ଦ୍ବିତୀୟ କିସ୍ତିରେ ୧ କୋଟି ୯୬ ହଜାର ୩୦୭ ପାଇଛନ୍ତି । ତୃତୀୟ କିସ୍ତି ପାଇଛନ୍ତି ୯୬ ଲକ୍ଷ ୯୬ ହଜାର ୯୫୫ ଜଣ । ତେବେ ମୋଟ ୧ କୋଟି ୯ ଲକ୍ଷ ୮୭ ହଜାର ୮୯୪ ଜଣ ସୁଭଦ୍ରା ଆବେଦନ କରିଥିଲେ ।
/kanak/media/media_files/2025/09/05/subhadra-2025-09-05-11-40-23.webp)