କନକ ବ୍ୟୁରୋ : ଅନୁଗୁଳରେ ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ୩୮ ବର୍ଷୀୟ ସମ୍ପର୍କୀୟ ଭାଇ ଗିରଫ । ଏଭଳି ସାଂଘାତିକ ଘଟଣା ଘଟିଛି ଅନୁଗୁଳ ସହର ଉପକଣ୍ଠରେ । ଏନେଇ ଥାନାରେ ଅଭିଯୋଗ ହେବା ପରେ ପୁଲିସ ଅଭିଯୁକ୍ତ ହୃଷିକେଶ ନାୟକକୁ ଗିରଫ କରି କୋର୍ଟ ଚାଲାଣ କରିଛି ।
ଅଧିକ ପଢନ୍ତୁ : ୬ ବର୍ଷର ଶିଶୁକନ୍ୟାକୁ ଗଣଦୁଷ୍କର୍ମ; ଦୁଷ୍କର୍ମକାରୀ ହେଲେ ୩ ନାବାଳକ
ସୂଚନା ଅନୁସାରେ, ଅଭିଯୁକ୍ତ ହୃଷିକେଶ ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଡାକି ନେବା ପରେ ତାଙ୍କ ସହ ଦୁଷ୍କର୍ମ କରିଥିଲା । ନାବାଳିକାଙ୍କ ପରିବାର ପକ୍ଷରୁ ଅଭିଯୋଗ ପରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2026/02/12/rape-case-2026-02-12-08-54-02.jpeg)