କନକ ବ୍ୟୁରୋ: ଆଜି ୪୭୬ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୂତନ ଭାବରେ ମନୋନୀତ ହୋଇଥିବା ପ୍ରାର୍ଥୀଙ୍କୁ ଏହି ନିଯୁକ୍ତି ପତ୍ର ପ୍ରଦାନ କରଯାଇଛି । ୩୫ ହଜାର ଯୁବକଯୁବତୀଙ୍କୁ ନିଯୁକ୍ତି ଦେବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର ।
ରାଜ୍ୟରେ ଖାଲି ପଡ଼ିଥିବା ପଦବୀ ଶୀଘ୍ର ପୂରଣ କରିବେ ସରକାର । ନିଯୁକ୍ତି ବିଜ୍ଞାପନ ବାହାର କରିବା ସହ ଏହି ପ୍ରକ୍ରିୟାରେ ସରକାର ୧ ଲକ୍ଷ ୩୨ ହଜାର ୪୫୯ଟି ପଦବୀ ସରକାର ପୂରଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/28/2025-04-28t103046215z-348267369_658890662730311_6089886170448266075_n.jpg)
/kanak/media/media_files/xeIpCEWdBScRBUvxccWu.jpg)