ମନୋନୀତ ପ୍ରାର୍ଥୀଙ୍କୁ ମିଳିଲା ନିଯୁକ୍ତିପତ୍ର । ଖାଲି ପଡ଼ିଥିବା ପଦବୀ ପୂରଣ ହେବ ।

Advertisment

୪୭୬ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୂତନ ଭାବରେ ମନୋନୀତ ହୋଇଥିବା ପ୍ରାର୍ଥୀଙ୍କୁ ଏହି ନିଯୁକ୍ତି ପତ୍ର ପ୍ରଦାନ କରଯାଇଛି ।

୪୭୬ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୂତନ ଭାବରେ ମନୋନୀତ ହୋଇଥିବା ପ୍ରାର୍ଥୀଙ୍କୁ ଏହି ନିଯୁକ୍ତି ପତ୍ର ପ୍ରଦାନ କରଯାଇଛି ।

18ିିୋୌ

କନକ ବ୍ୟୁରୋ: ଆଜି ୪୭୬ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ନୂତନ ଭାବରେ ମନୋନୀତ ହୋଇଥିବା ପ୍ରାର୍ଥୀଙ୍କୁ ଏହି ନିଯୁକ୍ତି ପତ୍ର ପ୍ରଦାନ କରଯାଇଛି । ୩୫ ହଜାର ଯୁବକଯୁବତୀଙ୍କୁ ନିଯୁକ୍ତି ଦେବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । 

ରାଜ୍ୟରେ ଖାଲି ପଡ଼ିଥିବା ପଦବୀ ଶୀଘ୍ର ପୂରଣ କରିବେ ସରକାର । ନିଯୁକ୍ତି ବିଜ୍ଞାପନ ବାହାର କରିବା ସହ ଏହି ପ୍ରକ୍ରିୟାରେ ସରକାର ୧ ଲକ୍ଷ ୩୨ ହଜାର ୪୫୯ଟି ପଦବୀ ସରକାର ପୂରଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe