କନକବ୍ୟୁରୋ : ମହାରାଷ୍ଟ୍ରରୁ ଓଡ଼ିଶାକୁ ଆସିବେ ଆଉ ୫ଟି ବାଘୁଣୀ । ବର୍ତମାନ ଶିମିଳିପାଳରେ ଗୋଟିଏ ବାଘୁଣୀ ଛଡ଼ାଯାଇଛି । ଖୁବ୍ କମ୍ ଦିନ ଭିତରେ ଶିମିଳିପାଳରେ ଆଉ ଗୋଟିଏ ବାଘୁଣୀ ଛଡ଼ାଯିବା ପାଇଁ ବ୍ୟବସ୍ଥା କରାଯାଉଛି । ଲୋକଙ୍କ ସହମତିରେ ବାଘୁଣୀ ଛଡ଼ାଯିବ । ଏବେ ଶିମିଳିପାଳରେ ୪୦ଟି ବାଘ ଅଛନ୍ତି ସେମାନଙ୍କ ବଂଶବୃଦ୍ଧି ପାଇଁ ମହାରାଷ୍ଟ୍ରରୁ ଆସିବେ ବାଘୁଣୀ ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us