ରାଜ୍ୟରେ ଗଡ଼ିବ ଆଉ ୬୦୦ ଇଲେକ୍ଟ୍ରିକ୍ ବସ୍

Advertisment

ଆଉ ୪୦୦ ଇ-ବସ୍ ପ୍ରଧାନମନ୍ତ୍ରୀଙ୍କ ତରଫରୁ ଓଡ଼ିଶାକୁ ମିଳିବାକୁ ଯାଉଛି । ରାଜ୍ୟରେ ଏସବୁକୁ ମିଶାଇ ମୋଟ ୧ ହଜାର ଇ-ବସ୍ ଚାଲିବାର ବ୍ୟବସ୍ଥା ହୋଇଛି ।

ଆଉ ୪୦୦ ଇ-ବସ୍ ପ୍ରଧାନମନ୍ତ୍ରୀଙ୍କ ତରଫରୁ ଓଡ଼ିଶାକୁ ମିଳିବାକୁ ଯାଉଛି । ରାଜ୍ୟରେ ଏସବୁକୁ ମିଶାଇ ମୋଟ ୧ ହଜାର ଇ-ବସ୍ ଚାଲିବାର ବ୍ୟବସ୍ଥା ହୋଇଛି ।

electric buses

Photograph: (Kanak News)

କନକ ବ୍ୟୁରୋ : ରାଜ୍ୟରେ ଚାଲିବ ଆହୁରି ୬ଶହ ଇ-ବସ୍ । ଏବେ ରାଜ୍ୟରେ ୪୦୦ ଇ-ବସ୍ ଅଛି  । ଆହୁରି ୬ଶହ ବସ୍ ଗଡ଼ିବ । ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ବଡ଼ ସୂଚନା ଦେଇଛନ୍ତି । ଖୁବଶୀଘ୍ର ସମ୍ବଲପୁରକୁ ୨୫ଟି ନୂଆ ଇ-ବସ୍ ଆସୁଛି । ପରିବେଶକୁ ସୁରକ୍ଷା ଦେବା ପାଇଁ ରାଜ୍ୟରେ ଅଧିକରୁ ଅଧିକ ଇ-ବସ୍ ଚାଲିବାର ଆବଶ୍ୟକତା ରହିଛି । ବର୍ତ୍ତମାନ ରାଜ୍ୟ ସରକାର ୨୦୦ ଇ-ବସ୍ ଆଣିବାକୁ ଯାଉଛନ୍ତି । ଆଉ ୪୦୦ ଇ-ବସ୍ ପ୍ରଧାନମନ୍ତ୍ରୀଙ୍କ ତରଫରୁ ଓଡ଼ିଶାକୁ ମିଳିବାକୁ ଯାଉଛି । ରାଜ୍ୟରେ ଏସବୁକୁ ମିଶାଇ ମୋଟ ୧ ହଜାର ଇ-ବସ୍ ଚାଲିବାର ବ୍ୟବସ୍ଥା ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe