କନକ ବ୍ୟୁରୋ: ନୂଆ ସରକାରଙ୍କ ସ୍କାନରରେ ରାଜ୍ୟର ୯୧ ବିଡ଼ିଓ। ବିଭିନ୍ନ ଅଭିଯୋଗ ଆଧାରରେ ୯୧ବିଡ଼ିଓଙ୍କ ଉପରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ନେବା ପାଇଁ ବିଚାରକୁ ନେଇଛନ୍ତି ରାଜ୍ୟ ସରକାର। ଯାହାକୁ ବର୍ତ୍ତମାନ ବିଚାରକୁ ନିଆଯାଇଛି ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି। ବିଧାନସଭାରେ ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନର ଉତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ।
ନୂଆ ସରକାରଙ୍କ ସ୍କାନରରେ ୯୧ ବିଡ଼ିଓ । ବିଭିନ୍ନ ଅଭିଯୋଗ ଆଧାରରେ କାର୍ଯ୍ୟାନୁଷ୍ଠାନ ନେଇ ବିଚାରକୁ ନେଲେ ସରକାର ।
ନୂଆ ସରକାରଙ୍କ ସ୍କାନରରେ ରାଜ୍ୟର ୯୧ ବିଡ଼ିଓ । ବିଭିନ୍ନ ଅଭିଯୋଗ ଆଧାରରେ କାର୍ଯ୍ୟାନୁଷ୍ଠାନ ନେଇ ବିଚାରକୁ ନେଲେ ସରକାର । ବିଧାନସଭାରେ ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନର ଉତ୍ତର ରଖିଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ।
/kanak/media/media_files/4Sma7nrTiZnftCnSOgKX.jpg)