କନକ ବ୍ୟୁରୋ : ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଏହି ଅବଧିରେ ଜାତୀୟ ପତାକା ଅର୍ଧନମିତ ହୋଇ ରହିବ । ସେହିପରି ଆଜି ଆଜି ଦିନ ୧୧ଟାରେ କେନ୍ଦ୍ରୀୟ କ୍ୟାବିନେଟର ବୈଠକ ହେବ ବୋଲି ସୂଚନା ମିଳିଛି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଶେଷ କୃତ୍ୟ ରାଷ୍ଟ୍ରୀୟ ମର୍ୟ୍ୟାଦାର ସହ କରାଯିବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି ।
ମନମୋହନ ସିଂଙ୍କ ପରଲୋକରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା । ଅର୍ଧନମିତ ରହିବ ଜାତୀୟ ପତାକା, ଆଜି ଦିନ ୧୧ଟାରେ କେନ୍ଦ୍ରୀୟ କ୍ୟାବିନେଟ ବୈଠକ
ସେହିପରି ଆଜି ଆଜି ଦିନ ୧୧ଟାରେ କେନ୍ଦ୍ରୀୟ କ୍ୟାବିନେଟର ବୈଠକ ହେବ ବୋଲି ସୂଚନା ମିଳିଛି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଶେଷ କୃତ୍ୟ ରାଷ୍ଟ୍ରୀୟ ମର୍ୟ୍ୟାଦାର ସହ କରାଯିବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି ।
/kanak/media/media_files/2024/12/27/6eNM1x7Boq3BqI4hZ54n.jpg)