କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି । ବାତ୍ୟାର ରୂପ ନେଇଛି ଗଭୀର ଅବପାତ । ଏବେ ଏହା ପାରାଦୀପଠାରୁ ୬୭୦ କିଲୋମିଟର ଦୂରରେ ରହିଛି । ପରବର୍ତ୍ତୀ ସମୟରେ ନେବ ଭୀଷଣ ବାତ୍ୟା ରୂପ । ୨୪ ରାତିରୁ ୨୫ ସକାଳ ମଧ୍ୟରେ ଛୁଇଁବ ସ୍ଥଳଭାଗ । ସ୍ଥଳଭାଗ ଛୁଇଁବା ବେଳକୁ ଘଣ୍ଟାପ୍ରତି ୧୦୦-୧୨୦ ବେଗରେ ବହିବ ପବନ । ପାଖାପାଖି ୧୯ଟି ଜିଲ୍ଲାରେ ବାତ୍ୟା ଦାନାର ପ୍ରଭାବ ପଡିବ ବୋଲି ପୂୁର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us