ବହି ଗୋଦାମରେ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ପାଠ୍ୟ ଉପକରଣ

ଜନତା କୋଠି ଛକରେ ଥିବା ବହି ଗୋଦାମରେ ନିଆଁ ଲାଗିଛି । ଲକ୍ଷାଧିକ ଟଙ୍କାର ବହି ଓ ପାଠ୍ୟ ଉପକରଣ ପୋଡ଼ି ପାଉଁଶ ହୋଇଯାଇଛି । ନିଆଁ ଲାଗି ଯିବାରୁ ୩ ଜଣ କର୍ମଚାରୀ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି। ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ । 

DFFSDFSDFDS

DFSFSDFSDF

କନକ ବ୍ୟୁରୋ : ଜଗତସିଂହପୁରରେ ଭୟଙ୍କର ଅଗ୍ନିକାଣ୍ଡ । ଜନତା କୋଠି ଛକରେ ଥିବା ବହି ଗୋଦାମରେ ନିଆଁ ଲାଗିଛି । ଲକ୍ଷାଧିକ ଟଙ୍କାର ବହି ଓ ପାଠ୍ୟ ଉପକରଣ ପୋଡ଼ି ପାଉଁଶ ହୋଇଯାଇଛି । ନିଆଁ ଲାଗି ଯିବାରୁ ୩ ଜଣ କର୍ମଚାରୀ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି। ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe