ମୋହନ ସରକାରଙ୍କ ନିଯୁକ୍ତି ମେଳା, ୧୬ ହଜାର କନିଷ୍ଠ ଶିକ୍ଷକ ଶିକ୍ଷୟତ୍ରୀ ଶିକ୍ଷକ ପାଇଲେ ନିଯୁକ୍ତି ।

Advertisment

ନିଯୁକ୍ତି ପାଇଲେ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ । ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ

Updated On

ନିଯୁକ୍ତି ପାଇଲେ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ । ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ

ଅଦ୍ୟତନ ହୋଇଛି
288

କନକବ୍ୟୁରୋ: ନିଯୁକ୍ତି ପାଇଲେ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ । ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ୧୬,୦୦୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଶନିବାର ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମଠାରେ ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ଭବିଷ୍ୟତରେ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ମାର୍ଗଦର୍ଶନ କରାଇଛନ୍ତି 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe