କନକ ବ୍ୟୁରୋ : ସୃଷ୍ଟି ହେଲା ଲଘୁଚାପ । ପଶ୍ଚିମ ମଧ୍ୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ବର୍ଷାର ସମ୍ଭାବନା ରହିଛି। ସୃଷ୍ଟି ହୋଇଛି। ସମୁଦ୍ର ପତନରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବିସ୍ତାରିତ ହୋଇଥିବା ଲଘୁଚାପ ଦକ୍ଷିଣ ଆଡ଼କୁ ଆସୁଛି । ଏହା ଆଗାମୀ ୨ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଆଡ଼କୁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ।
ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର, ପଶ୍ଚିମ ଓ ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସୂଚନା
ପଶ୍ଚିମ ମଧ୍ୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ବର୍ଷାର ସମ୍ଭାବନା ରହିଛି। ସୃଷ୍ଟି ହୋଇଛି। ସମୁଦ୍ର ପତନରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବିସ୍ତାରିତ ହୋଇଥିବା ଲଘୁଚାପ ଦକ୍ଷିଣ ଆଡ଼କୁ ଆସୁଛି ।
/kanak/media/media_files/2025/09/12/13-2025-09-12-15-44-46.jpg)