ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର, ପଶ୍ଚିମ ଓ ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସୂଚନା

ପଶ୍ଚିମ ମଧ୍ୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ବର୍ଷାର ସମ୍ଭାବନା ରହିଛି।  ସୃଷ୍ଟି ହୋଇଛି। ସମୁଦ୍ର ପତନରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ  ବିସ୍ତାରିତ ହୋଇଥିବା ଲଘୁଚାପ ଦକ୍ଷିଣ ଆଡ଼କୁ ଆସୁଛି ।

13

କନକ ବ୍ୟୁରୋ :  ସୃଷ୍ଟି ହେଲା ଲଘୁଚାପ । ପଶ୍ଚିମ ମଧ୍ୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ବର୍ଷାର ସମ୍ଭାବନା ରହିଛି।  ସୃଷ୍ଟି ହୋଇଛି। ସମୁଦ୍ର ପତନରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ  ବିସ୍ତାରିତ ହୋଇଥିବା ଲଘୁଚାପ ଦକ୍ଷିଣ ଆଡ଼କୁ ଆସୁଛି । ଏହା ଆଗାମୀ ୨ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଆଡ଼କୁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe