କନକ ବ୍ୟୁରୋ : ରାଉରକେଲାରେ ଘଟିଛି ବଡ ଅଘଟଣ । ଏକ ମାଲବାହୀ ଟ୍ରେନ୍ ଭାରସାମ୍ୟ ହରାଇ ବସ୍ତି ଭିତରକୁ ପଶିଯାଇଛି । ରାଉରକେଲା ମାଲଗୋଦାମ ଅଞ୍ଚଳରେ ଘଟିଛି ଏଭଳି ଘଟଣା । ମାଲବାହୀ ଟ୍ରେନଟି ଲାଇନଚ୍ୟୁତ ହୋଇଛି ।
ରାଉରକେଲାରେ ବଡ଼ ଅଘଟଣ, ବସ୍ତି ଭିତରକୁ ମାଡିଗଲା ମାଲବାହୀ ଟ୍ରେନ
ଏକ ମାଲବାହୀ ଟ୍ରେନ୍ ଭାରସାମ୍ୟ ହରାଇ ବସ୍ତି ଭିତରକୁ ପଶିଯାଇଛି । ରାଉରକେଲା ମାଲଗୋଦାମ ଅଞ୍ଚଳରେ ଘଟିଛି ଏଭଳି ଘଟଣା । ମାଲବାହୀ ଟ୍ରେନଟି ଲାଇନଚ୍ୟୁତ ହୋଇଛି ।
/kanak/media/media_files/2025/02/05/0j1THkzjOFi27ucET31Y.jpg)