ଗଞ୍ଜାମ ଦିଗପହଣ୍ଡିରେ ଲଜ୍ଜା, ୪ ବର୍ଷର କୁନିଝିଅକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ନିର୍ମାଣଧିନ ଏକ କୋଠାରୁ ମୃତଦେହ ଠାବ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଖେଳିଯାଇଛି ଚାଞ୍ଚଲ୍ୟ। ପୁଲିସ ସାଇଣ୍ଟିଫିକ ଟିମ ସହ ତଦନ୍ତ କରୁଛି । ବଡ କଥା ହେଲା, ଦକ୍ଷିଣାଞ୍ଚଳ ପୋଲିସ ରେଞ୍ଜ ଅଧିନରେ ଥିବା ୫ଟି ପୁଲିସ ଜିଲ୍ଲାରେ ଗତ ୩ ବର୍ଷ ମଧ୍ୟରେ ୮୧୯ଟି ଦୁଷ୍କର୍ମ ମାମଲା ରୁଜୁ ହୋଇଛି ।

dsfggsdffd

କନକ ବ୍ୟୁରୋ : ଗଞ୍ଜାମ ଦିଗପହଣ୍ଡିରେ ଲଜ୍ଜା, ପାଟପୁର ଥାନା ଅଞ୍ଚଳରେ ୪ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ। ନିର୍ମାଣଧିନ ଏକ କୋଠାରୁ ମୃତଦେହ ଠାବ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଖେଳିଯାଇଛି ଚାଞ୍ଚଲ୍ୟ। ପୁଲିସ ସାଇଣ୍ଟିଫିକ ଟିମ ସହ ତଦନ୍ତ କରୁଛି । ବଡ କଥା ହେଲା, ଦକ୍ଷିଣାଞ୍ଚଳ ପୋଲିସ ରେଞ୍ଜ ଅଧିନରେ ଥିବା ୫ଟି ପୁଲିସ ଜିଲ୍ଲାରେ ଗତ ୩ ବର୍ଷ ମଧ୍ୟରେ ୮୧୯ଟି ଦୁଷ୍କର୍ମ ମାମଲା ରୁଜୁ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe