ଚାଷୀଙ୍କୁ ରାଜ୍ୟ ସରକାରଙ୍କ ନୁଆଁଖାଇ ଭେଟି : ମିଳିଲା ସିଏମ୍ କିଷାନ ଟଙ୍କା

Advertisment

ଚାଷୀଙ୍କ ଆକାଉଣ୍ଟ ଆସିଲା ଟଙ୍କା ।  ନୂଆଁଖାଇ ପୂର୍ବରୁ ସିଏମ୍ କିଷାନ୍ ସହାୟତା ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଅବସରରେ ଭେଟି ଦେବେ ସରକାର। ଉପକୃତ ହେବେ ୫୧ ଲକ୍ଷ କ୍ଷୁଦ୍ର, ନାମମାତ୍ର ଚାଷୀ ଓ ଭୂମିହୀନ କୃଷକ ପରିବାର 

60

Photograph: (kanaknews)

କନକବ୍ୟୁରୋ : ଚାଷୀଙ୍କ ଆକାଉଣ୍ଟ ଆସିଲା ଟଙ୍କା ।  ନୂଆଁଖାଇ ପୂର୍ବରୁ ସିଏମ୍ କିଷାନ୍ ସହାୟତା ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଅବସରରେ ଭେଟି ଦେବେ ସରକାର। ଉପକୃତ ହେବେ ୫୧ ଲକ୍ଷ କ୍ଷୁଦ୍ର, ନାମମାତ୍ର ଚାଷୀ ଓ ଭୂମିହୀନ କୃଷକ ପରିବାର  ।  ମୋଟ ୧ ହଜାର ୪୧ କୋଟି ଟଙ୍କାର ସହାୟତା ରାଶି ଦିଆଯିବ। ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ୨ ହଜାର ଟଙ୍କା ଲେଖାଏଁ ଯିବ। ୨୦୨୫-୨୬ ରବି ଋତୁରେ ପ୍ରାରମ୍ଭିକ କୃଷି କାର୍ଯ୍ୟ ପାଇଁ ଏହା ବିଶେଷ ସହାୟକ ହେବ ବୋଲି କୁହାଯାଇଛି। ଆଜି ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାନର ତୃତୀୟ କିସ୍ତି ପ୍ରଦାନ କରିବେ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe