କନକ ବ୍ୟୁରୋ: କାମାକ୍ଷାନଗରରେ ମାତିଛି ବାଘ । କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜରେ ଗତଦୁଇ ଦିନ ଧରି ଗାଈକୁ ଘୋଷାଡ଼ି ଆକ୍ରମଣ କରିବା ସହ ବାଘଟି ଆତଙ୍କ ସୃଷ୍ଟି କରିଥିବା ବେଳେ ଆଜି କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ କନ୍ତାରିପାଟ ଗାଁ ଜଙ୍ଗଲରେ ବାଘଟି ଗୋଟେ ଷଣ୍ଢକୁ ଘୋଷାଡ଼ି ମାରି ଦେଇଛି l ଯାହାକୁ ନେଇ ଅଞ୍ଚଳବାସୀ ଭୟରେ ଅଛନ୍ତି ।
କାମାକ୍ଷାନଗରରେ ମାତିଛି ବାଘ, ଗତଦୁଇ ଦିନ ଧରି ଗାଈକୁ ଘୋଷାଡ଼ି ମାରୁଛି
ଗତଦୁଇ ଦିନ ଧରି ଗାଈକୁ ଘୋଷାଡ଼ି ଆକ୍ରମଣ କରିବା ସହ ବାଘଟି ଆତଙ୍କ ସୃଷ୍ଟି କରିଛି ବାଘ
/kanak/media/media_files/2025/10/11/tiger-2025-10-11-12-11-42.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)