କନକ ବ୍ୟୁରୋ: ଅଭିଜିତ ମଜୁମଦାରଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ରହିଛି । ହେଲେ ସ୍ବାସ୍ଥ୍ୟରେ କିଛି ସୁଧାର ଆସିନି। ଏବେ ବି ଭେଣ୍ଟିଲେଟରରେ ଅଛନ୍ତି ଅଭିଜିତ ମଜୁମଦାର । ସଙ୍କଟାପନ୍ନ ଅଛି ଅଭିଜିତଙ୍କ ସ୍ବାସ୍ଥ୍ୟ ।
ଭୁବନେଶ୍ୱର ଏମ୍ସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ଲିଭର ଜନିତ ସମସ୍ୟାରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ଓଡିଶାର ପ୍ରଖ୍ୟାତ ମ୍ୟୁଜିକ ଡିରେକ୍ଟର ଅଭିଜିତ ମଜୁମଦାର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/09/13/abhijeet-2025-09-13-14-04-29.jpg)