ସୁଧୁରୁନି ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା, ଏବେ ବି ଭେଣ୍ଟିଲେଟର ସପୋର୍ଟରେ

ଅବସ୍ଥା ସଂକଟାପନ୍ନ ଥିବା ଡାକ୍ଚରଙ୍କ ସୂଚନା । ଏମ୍ସ ଭୁବନେଶ୍ବରରେ ଚାଲିଛି ଚିକିତ୍ସା ।

ସୁଧୁରୁନି ଅଭିଜିତଙ୍କ ସ୍ବାସ୍ଥ୍ୟାବସ୍ଥା

ସୁଧୁରୁନି ଅଭିଜିତଙ୍କ ସ୍ବାସ୍ଥ୍ୟାବସ୍ଥା Photograph: (KanakNews)

କନକ ବ୍ୟୁରୋ:  ଅଭିଜିତ ମଜୁମଦାରଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ରହିଛି । ହେଲେ ସ୍ବାସ୍ଥ୍ୟରେ କିଛି ସୁଧାର ଆସିନି। ଏବେ ବି ଭେଣ୍ଟିଲେଟରରେ ଅଛନ୍ତି ଅଭିଜିତ ମଜୁମଦାର । ସଙ୍କଟାପନ୍ନ ଅଛି ଅଭିଜିତଙ୍କ ସ୍ବାସ୍ଥ୍ୟ ।

ଭୁବନେଶ୍ୱର ଏମ୍ସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ।  ଲିଭର ଜନିତ ସମସ୍ୟାରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ଓଡିଶାର ପ୍ରଖ୍ୟାତ ମ୍ୟୁଜିକ ଡିରେକ୍ଟର ଅଭିଜିତ ମଜୁମଦାର ।
 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe