ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଗଲା ବସ୍ : ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ

ରଫ୍‌କଣା ଛକ ପୂର୍ବରୁ ରାସ୍ତା କଡ଼କୁ ଖସିପଡ଼ିଲା ଘରୋଇ ବସ୍ । ୨୨ଜଣ ଯାତ୍ରୀ ସାମାନ୍ୟ ଆହାତ ହୋଇଥିବା ବେଳେ ୧୦ଜଣ ଯାତ୍ରୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

Accident

Accident Photograph: (KanakNews)

କନକ ବ୍ୟୁରୋ : ରାୟଗଡ଼ା ରଫକଣା ଛକ ନିକଟରେ ବସ୍ ଦୁର୍ଘଟଣାଗ୍ରସ୍ତ। ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ । ରଫ୍‌କଣା ଛକ ପୂର୍ବରୁ ରାସ୍ତା କଡ଼କୁ ଖସିପଡ଼ିଲା ଘରୋଇ ବସ୍ । ୨୨ଜଣ ଯାତ୍ରୀ ସାମାନ୍ୟ ଆହାତ ହୋଇଥିବା ବେଳେ ୧୦ଜଣ ଯାତ୍ରୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ବସ୍‌ଟି ଗୁଣୁପୁର ଠାରୁ ଜୟପୁର ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ବିଳମ୍ବିତ ରାତି ଅଢ଼େଇଟା ବେଳେ ଦୁର୍ଘଟଣା ଘଟିଛି ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe