କନକବ୍ୟୁରୋ : ନବରଙ୍ଗପୁର କୋଡିଙ୍ଗା ଥାନା ଭାଟିଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଦୁଇ ବାଇକ ମୁଁହାମୁହିଁ ଧକ୍କା । ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକ ହେଲେ ଧନିଆ ମାଝୀ ଓ ରଘୁ ବୈରାଗୀ ।
ଅନ୍ୟ ତିନି ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ଜିଲ୍ଲା ମୁକ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ନବରଙ୍ଗପୁର ଏସ୍ପି ମିହିର କୁମାର ପଣ୍ଡା କୋଷାଗୁମୁଡ଼ା ଅଞ୍ଚଳକୁ ଯାଉଥିବା ବେଳେ ଆହତଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନାକୁ ନେଇଥିଲେ । ଏସ୍ପିଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ଅଞ୍ଚଳବାସୀ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/01/31/fYPQdBajeHM25NZsj7ZS.jpg)