କନକ ବ୍ୟୁରୋ : ପିପିଲି-ଜଟଣୀ ରାସ୍ତାର କାକୁଡିଆରେ ବସ୍ ଓ ଟ୍ରକ୍ ମୁହାମୁହିଁ ଧକ୍କା। ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି । ବସ୍ରେ ଥିବା ୫୦ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି । ଦୁଇ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ କିଛି ସମୟ ପର୍ଯ୍ୟନ୍ତ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା।
ପିପିଲି-ଜଟଣୀ ମୁଖ୍ୟ ରାସ୍ତାରେ ଦୁର୍ଘଟଣା, ବସ୍-ଟ୍ରକ ମୁହାଁମୁହିଁ ଧକ୍କା । ୨ ଗୁରୁତର, ୫୦ରୁ ଅଧିକ ସାମାନ୍ୟ ଆହାତ
ଏହି ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ କିଛି ସମୟ ପର୍ଯ୍ୟନ୍ତ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା।
/kanak/media/media_files/2024/12/06/BeADdeBnr6WVaBlx79P7.jpg)