କନକ ବ୍ୟୁରୋ: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ବ । ଏସଜେଟିଏର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ । ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ । ୨୦୨୪ ଅଗଷ୍ଟ ୧୩ ତାରିଖରୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଥିଲେ । ତାଙ୍କୁ ସରକାର ଏବେ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦେଉଛନ୍ତି । ଗତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ମନୋଜ ଆହୁଜାଙ୍କୁ ସିଏସ ଭାବେ ଦାୟିତ୍ୱ ମିଳିଥିଲା । ଆଉ ଅଗଷ୍ଟ ମାସରେ ତାଙ୍କୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ କରାଯାଇଥିଲା । ଏହାପରେ ଡିସେମ୍ବର ମାସରେ ତାଙ୍କ କାର୍ଯ୍ୟକାଳକୁ ବର୍ଷେ ଯାଏଁ ବଢାଇଦିଆଯାଇଥିଲା ।
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ୱ: ଏସଜେଟିଏର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ବ । ଏସଜେଟିଏର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ । ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ । ୨୦୨୪ ଅଗଷ୍ଟ ୧୩ ତାରିଖରୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଥିଲେ ।
/kanak/media/media_files/2025/01/27/g96xeli63Qss66IZDUa9.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)