ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ୱ: ଏସଜେଟିଏର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ବ । ଏସଜେଟିଏର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ । ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ । ୨୦୨୪  ଅଗଷ୍ଟ ୧୩ ତାରିଖରୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଥିଲେ ।

େୌେୌ

Photograph: (ୌେୌେୌ)

କନକ ବ୍ୟୁରୋ: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ବ । ଏସଜେଟିଏର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ । ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ । ୨୦୨୪  ଅଗଷ୍ଟ ୧୩ ତାରିଖରୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଥିଲେ । ତାଙ୍କୁ ସରକାର ଏବେ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦେଉଛନ୍ତି । ଗତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ମନୋଜ ଆହୁଜାଙ୍କୁ ସିଏସ ଭାବେ ଦାୟିତ୍ୱ ମିଳିଥିଲା । ଆଉ ଅଗଷ୍ଟ ମାସରେ ତାଙ୍କୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ କରାଯାଇଥିଲା । ଏହାପରେ ଡିସେମ୍ବର ମାସରେ ତାଙ୍କ କାର୍ଯ୍ୟକାଳକୁ ବର୍ଷେ ଯାଏଁ ବଢାଇଦିଆଯାଇଥିଲା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe