କନକ ବ୍ୟୁରୋ : ଏବେବି ଜାରୀ ରହିଛି ଇସ୍ରାଏଲ୍-ହମାସ୍ ଯୁଦ୍ଧ । ଗାଜା ଉପରେ ଘନ ଘନ ଆକ୍ରମଣ କରୁଛି ଇସ୍ରାଏଲ୍ । ଇସ୍ରାଏଲର ମିସାଇଲ୍ ମାଡରେ ଗାଜାର ଅନେକ କ୍ଷୟକ୍ଷତି ହୋଇଥିବା ବେଳେ ଏବେ ଏୟାରଷ୍ଟ୍ରାଇକର ଖବର ସାମ୍ନାକୁ ଆସିଛି । ଗାଜା ଉପରେ ଏୟାରଷ୍ଟ୍ରାଇକ୍ କରିଛି ଇସ୍ରାଏଲ୍ ।
ମିଳିଥିବା ସୂଚନା ଅନୁସାରେ ଗାଜା ଉପରେ ଇସ୍ରାଏଲ୍ ପକ୍ଷରୁ ଏୟାରଷ୍ଟ୍ରାଇକ୍ କରାଯାଇଛି । ଅଲ-ଅବଦା ହସ୍ପିଟାଲ ଉପରେ ଏୟାରଷ୍ଟ୍ରାଇକ୍ କରିଛି ଇସ୍ରାଏଲ୍ । ଏୟାରଷ୍ଟ୍ରାଇକରେ ୫ ସାମ୍ବାଦିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହା ସହ ଅନେକ କ୍ଷୟକ୍ଷତି ଘଟିଥିବା ସୂଚନା ରହିଛି
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2024/12/26/cnTLGKoDG5Ihj6a9coK2.jpg)