ଉପମୁଖ୍ୟମନ୍ତ୍ରୀଙ୍କ ପ୍ଲେନ୍ କ୍ରାସ୍ ; ଦୁର୍ଘଟଣା ପରେ ଜଳିଗଲା ବିମାନ

Advertisment

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ମହାରାଷ୍ଟ୍ର ବରାମତି ଯାଉଥିବାବେଳେ ଅବତରଣ ସମୟରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଥିବା ସୂଚନା ରହିଛି  । 

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ମହାରାଷ୍ଟ୍ର ବରାମତି ଯାଉଥିବାବେଳେ ଅବତରଣ ସମୟରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଥିବା ସୂଚନା ରହିଛି  । 

Deputy CM

କନକ ବ୍ୟୁରୋ: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ମହାରାଷ୍ଟ୍ର ବରାମତି ଯାଉଥିବାବେଳେ ଅବତରଣ ସମୟରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଥିବା ସୂଚନା ରହିଛି  । 

ଅଜିତ୍ ପୱାର ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ବରାମତି ଯାଉଥିଲେ । ଅବତରଣ କିମ୍ବା କୌଣସି ଯାନ୍ତ୍ରୀକ ତ୍ରୁଟି ଯୋଗୁଁ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି କି ଆଉ କିଛି କାରଣ ତାହା ଏଯାଏଁ ସ୍ପଷ୍ଟ ହୋଇପାରିନାହିଁ । କିନ୍ତୁ ଭିଡିଓରୁ ଯାହା ଦେଖିବାକୁ ମିଳୁଛି , ବିମାନଟି ଏକ ବିଲରେ ଖସିପଡ଼ିବା ପରେ ସେଥିରେ ନିଆଁ ଲାଗିଯାଇଛି  । ସ୍ଥାନୀୟ ପ୍ରଶାସନ ସହ ମେଡିକାଲ ଟିମ୍ ଓ ରେସ୍କ୍ୟୁ ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି, କିନ୍ତୁ କୌଣସି ମୃତାହତ ନେଇ ବିଶେଷ କିଛି ସୂଚନା ମିଳିପାରିନାହିଁ । … 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe