କନକ ବ୍ୟୁରୋ: ରାଜଧାନୀ ଉପକଣ୍ଠ ବାଲିପାଟଣାରେ ଆତ୍ମହତ୍ୟା ଉଦ୍ୟମ କରିଥିବା ବ୍ୟକ୍ତି ଜ୍ୟୋତିରଞ୍ଜନ ମଠିଆଙ୍କ ବିସ୍ଫୋରକ ବୟାନ । ସମ୍ପତ୍ତି ପାଇଁ ବାପା, ମା, ସାନ ଭାଇ ପେଟ୍ରୋଲ ଢାଳି ଜାଳିଦେଇଥିବା କଲେ ଅଭିଯୋଗ । ସମ୍ପତ୍ତି ବିବାଦକୁ କେନ୍ଦ୍ର କରି ବ୍ୟକ୍ତିଙ୍କୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ କରିଥିବା ଜ୍ୟୋତିରଞ୍ଜନଙ୍କ ସ୍ତ୍ରୀ ମଧ୍ୟ ଅଭିଯୋଗ କରିଛନ୍ତି । ବାପା ଅବସର ପ୍ରାପ୍ତ ପୁଲିସ ଅଧିକାରୀ ସୁରେନ୍ଦ୍ର ମଠିଆ ଓ ସାନ ପୁଅକୁ ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି ପୁଲିସ୍। ଗୁରୁତର ଅବସ୍ଥାରେ ଜ୍ୟୋତି ରଞ୍ଜନ ମଠିଆଙ୍କୁ ମେଡ଼ିକାଲରେ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ବାଲିପାଟଣାରେ ଆତ୍ମହତ୍ୟା ଉଦ୍ୟମ କରିଥିବା ବ୍ୟକ୍ତିଙ୍କ ବଡ଼ ବୟାନ: ସମ୍ପତ୍ତି ପାଇଁ ବାପା, ମା’ ଓ ସାନ ଭଉଣୀ ପେଟ୍ରୋଲ ଢାଳି ଜାଳିଦେଇଥିବା ଅଭିଯୋଗ
ସମ୍ପତ୍ତି ବିବାଦକୁ କେନ୍ଦ୍ର କରି ବ୍ୟକ୍ତିଙ୍କୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ କରିଥିବା ଜ୍ୟୋତିରଞ୍ଜନଙ୍କ ସ୍ତ୍ରୀ ମଧ୍ୟ ଅଭିଯୋଗ କରିଛନ୍ତି । ବାପା ଅବସର ପ୍ରାପ୍ତ ପୁଲିସ ଅଧିକାରୀ ସୁରେନ୍ଦ୍ର ମଠିଆ ଓ ସାନ ପୁଅକୁ ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି ପୁଲିସ୍।
/kanak/media/media_files/2025/08/16/9-2025-08-16-07-46-34.jpg)