ମଦ ପିଇ ଗଲା ଦାଦା , ପୁତୁରାଙ୍କ ଜୀବନ ; ତଦନ୍ତ କରୁଛି ପୋଲିସ

ଜଗତସିଂହପୁର ଜିଲ୍ଲା ତିର୍ତୋଲ ବ୍ଲକ ସିରସ୍ତା ଗାଁରେ ଅଘଟଣ । ମଦ ପିଇ ଦାଦା ପୁତୁରାଙ୍କ ମୃତ୍ୟୁ ଅଭିଯୋଗ । ଘଟଣାର ଅଧିକ ଛାନଭନ କରୁଛି ପୋଲିସ ।

32lD

କନକ ବ୍ୟୁରୋ: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ସିରସ୍ତା ଗାଁରେ ଅଘଟଣ । ମଦ ପିଇ ଦାଦା ପୁତୁରାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ସେମାନଙ୍କୁ କେନ୍ଦ୍ରାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ମୃତକ ହେଲେ ବିଭୂତି ସାମଲ, ଗୋପବନ୍ଧୁ ସାମଲ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe