Amar patnaik Photograph: (KanakNews)
କନକ ବ୍ୟୁରୋ: ଅମର ପଟ୍ଟନାୟକ ବିଜେପିରେ ସାମିଲ୍ ହେବା ନେଇ ଚର୍ଚ୍ଚା । ବିଜେଡ଼ିର ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ । ଆଜି ବିଜେଡ଼ି ଛାଡି ବିଜେପିରେ ସାମିଲ ହୋଇପାରନ୍ତି ଅମର ।
ନୂଆପଡ଼ାରେ ବଢ଼ୁଛି ନିର୍ବାଚନ ତାତି, ଏବେ ମଇଦାନକୁ ଓହ୍ଲାଇବେ ମୁଖିଆ
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ହୋଇଛି ମିଶ୍ରଣ ପର୍ବ । ରାଜ୍ୟ ସଭାପତି ଓ ପ୍ରଭାରୀଙ୍କ ଉପସ୍ଥିତିରେ ହୋଇପାରନ୍ତି ସାମିଲ୍ ବୋଲି ଚର୍ଚ୍ଚା ଜୋର୍ ଧରିଛି । ତାଙ୍କ ସହ ନୂଆପଡ଼ାର କିଛି ବିଜେଡ଼ି ନେତା ବିଜେପିରେ ସାମିଲ୍ ହେବା ନେଇ ମଧ୍ୟ ଚର୍ଚ୍ଚା ।
ଷ୍ଟୋରୀ ଅପଡେଟ୍ ହେଉଛି…
Follow Us