ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ , ଆସନ୍ତାକାଲି କଟକରେ CISF ପ୍ରତିଷ୍ଠା ଦିବସରେ ଦେବେ ଯୋଗ

Advertisment

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆଜି ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଞ୍ଚିବେ । ଆସନ୍ତାକାଲି ସକାଳେ କଟକ ମୁଣ୍ଡଳୀସ୍ଥିତ ସି.ଆଇ.ଏସ.ଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ।

Amit Saha

Amit Saha Photograph: (Kanak News)

କନକ ବ୍ୟୁରୋ : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆଜି ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଞ୍ଚିବେ । ଆସନ୍ତାକାଲି ସକାଳେ କଟକ ମୁଣ୍ଡଳୀସ୍ଥିତ ସି.ଆଇ.ଏସ.ଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ।

ଅଧିକ ପଢନ୍ତୁ : ମାର୍ଚ୍ଚ ୧୬ରେ ରାଜ୍ୟସଭା ଭୋଟ୍, ଆଜି ନାମାଙ୍କନର ଶେଷ ସୁଯୋଗ

ଅପରାହ୍ଣରେ ଜଟଣୀ ଠାରେ ଜାତୀୟ ଫୋରେନସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ  ଏବଂ କେନ୍ଦ୍ରୀୟ ଫୋରେନସିକ୍ ବିଜ୍ଞାନ ପରୀକ୍ଷାଗାର, ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବେ । ସେଦିନ ଅପରାହ୍ଣରେ ଭୁବନେଶ୍ୱର ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦଘାଟନ କରିବା କାର୍ଯ୍ୟକ୍ରମ  ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe