ନବ ଦାସ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ପାଇଁ ହେବ ଆବେଦନ । ଦୀପାଳି କହିଲେ, ଏକ କି ଦୁଇ ସପ୍ତାହ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଲେଖିବି ଚିଠି

Advertisment

ସେପଟେ ସିବିଆଇ ତଦନ୍ତ ପାଇଁ ଦାବି ବି କେବଳ ଦାବିରେ ରହିଛି। ଦୀପାଳି ଦାସ ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କୁ କହିଛନ୍ତି, ସେପଟେ ସରକାର ଲିଖିତ ଭାବେ ଆବେଦନ କରିବାକୁ କହୁଛନ୍ତି। ଏହାରି ଭିତରେ କିନ୍ତୁ ପଦ୍ମ ଘୁଞ୍ଚି ଘୁଞ୍ଚି ଚାଲିଛି।  

ସେପଟେ ସିବିଆଇ ତଦନ୍ତ ପାଇଁ ଦାବି ବି କେବଳ ଦାବିରେ ରହିଛି। ଦୀପାଳି ଦାସ ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କୁ କହିଛନ୍ତି, ସେପଟେ ସରକାର ଲିଖିତ ଭାବେ ଆବେଦନ କରିବାକୁ କହୁଛନ୍ତି। ଏହାରି ଭିତରେ କିନ୍ତୁ ପଦ୍ମ ଘୁଞ୍ଚି ଘୁଞ୍ଚି ଚାଲିଛି।  

cbi þ^÷cùõ

cbi þ^÷cùõ Photograph: (cbi þ^÷cùõ)

କନକ ବ୍ୟୁରୋ : ନବ ଦାସଙ୍କ ପରିବାକୁ କେବେ ମିଳିବ ନ୍ୟାୟ। ଆଜି ନବ ଦାସ ହତ୍ୟାକାଣ୍ଡକୁ ପୂରିଛି ଦୁଇ ବର୍ଷ। ହେଲେ ଦୁଇ ବର୍ଷ ପରେ ବି ରହସ୍ୟରେ ରହିଛି ହତ୍ୟାକାଣ୍ଡର କାରଣ। କାହିଁକି ପୂର୍ବତନ ମନ୍ତ୍ରୀଙ୍କୁ ହତ୍ୟା କରିଥିଲା ଗୋପାଳ, ଏବେ ବି ହୋଇନି ସ୍ପଷ୍ଟ। କ୍ରାଇମ୍‌ବ୍ରାଞ୍ଚ ତଦନ୍ତରେ ଅନେକ ତ୍ରୁଟି ସାମ୍ନାକୁ ଆସିଛି। ସେପଟେ ସିବିଆଇ ତଦନ୍ତ ପାଇଁ ଦାବି ବି କେବଳ ଦାବିରେ ରହିଛି। ଦୀପାଳି ଦାସ ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କୁ କହିଛନ୍ତି, ସେପଟେ ସରକାର ଲିଖିତ ଭାବେ ଆବେଦନ କରିବାକୁ କହୁଛନ୍ତି। ଏହାରି ଭିତରେ କିନ୍ତୁ ପଦ୍ମ ଘୁଞ୍ଚି ଘୁଞ୍ଚି ଚାଲିଛି।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe