କନକ ବ୍ୟୁରୋ: ସୁଭଦ୍ରା ପାଇଁ ଅଙ୍ଗନବାଡି କର୍ମୀଙ୍କୁ ମିଳିବ ପୁରସ୍କାର । ଅଙ୍ଗନବାଡି କର୍ମୀଙ୍କୁ ମିଳିବ ୧୫୦୦ ଟଙ୍କା । ସହାୟିକାଙ୍କୁ ୫୦୦ ଟଙ୍କାର ପୁରସ୍କାର ମିଳିବ । ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ । ସେହିପରି ଆଜି ସୁଭଦ୍ରା ଟଙ୍କା ମଧ୍ୟ ଆକାଉଣ୍ଟକୁ ଆସିଛି । ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ଖାତାକୁ ଗଲା । ୨ ଲକ୍ଷ ୩୦ ହଜାରରୁ ଅଧିକ ନୂଆ ହିତାଧିକାରୀଙ୍କୁ ସହାୟତା ମିଳିଛି । ୧୧୫ କୋଟିରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ।
ଅଙ୍ଗନବାଡି ଦିଦି ଓ କର୍ମୀଙ୍କୁ ମିଳିବ ସ୍ୱତନ୍ତ୍ର ପୁରସ୍କାର ରାଶି: ଜାଣନ୍ତୁ କାହାକୁ ମିଳିବ କେତେ?
ସୁଭଦ୍ରା ପାଇଁ ଅଙ୍ଗନବାଡି କର୍ମୀଙ୍କୁ ମିଳିବ ପୁରସ୍କାର । ଅଙ୍ଗନବାଡି କର୍ମୀଙ୍କୁ ମିଳିବ ୧୫୦୦ ଟଙ୍କା । ସହାୟିକାଙ୍କୁ ୫୦୦ ଟଙ୍କାର ପୁରସ୍କାର ମିଳିବ । ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ।
/kanak/media/media_files/2025/03/06/PGFJTyXRbyUxYSJWizmP.jpg)