କନକବ୍ୟୁରୋ : ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ । ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି । ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି । ଦୁଇ ମୃତକ ହେଲେ ଛୁଟବାଇ ଗାଁର ୫୦ ବର୍ଷୀୟ ଯୋଗା କୱାସୀ ଓ ବଡେ ତର୍ରେମ ଗାଁର ୫୫ ବର୍ଷୀୟ ମଙ୍ଗଲୁ କୁରସମ। ଉଭୟଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ମାଓବାଦୀ।
ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ : ୨ ଗ୍ରାମବାସୀଙ୍କୁ ନିର୍ମମ ଭାବେ କଲେ ହତ୍ୟା
ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ । ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି ।
/kanak/media/media_files/2025/07/21/maobadi-2025-07-21-11-37-40.jpg)