ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ : ୨ ଗ୍ରାମବାସୀଙ୍କୁ ନିର୍ମମ ଭାବେ କଲେ ହତ୍ୟା

ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ । ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି  ।

Maobadi

Photograph: (kanaknews)

କନକବ୍ୟୁରୋ : ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ । ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି  ।  ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି ।   ଦୁଇ ମୃତକ ହେଲେ ଛୁଟବାଇ ଗାଁର ୫୦ ବର୍ଷୀୟ ଯୋଗା କୱାସୀ ଓ ବଡେ ତର୍ରେମ ଗାଁର ୫୫ ବର୍ଷୀୟ ମଙ୍ଗଲୁ କୁରସମ। ଉଭୟଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ମାଓବାଦୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe