କନକବ୍ୟୁରୋ : ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ। ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ପହିଲା ବେଳକୁ ନେଇପାରେ ଲଘୁଚାପର ରୂପ । ଉତ୍ତର ଆଣ୍ଡାମାନ ସାଗର ନିକଟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଅକ୍ଟୋବର ୧ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏହା ଲଘୁଚାପର ରୂପ ନେଇପାରେ । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥର ଦଶହରାକୁ ବର୍ଷା ଭିଜାଇପାରେ ବୋଲି ଆଶଙ୍କା ଦେଖାଦେଇଛି ।
ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ : ଆସନ୍ତାକାଲି ବେଳକୁ ନେଇପାରେ ଲଘୁଚାପର ରୂପ
ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ। ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ପହିଲା ବେଳକୁ ନେଇପାରେ ଲଘୁଚାପର ରୂପ । ଉତ୍ତର ଆଣ୍ଡାମାନ ସାଗର ନିକଟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି
/kanak/media/media_files/2025/09/30/3-2025-09-30-08-17-02.jpg)