ଆସନ୍ତା ୧୩ ତାରିଖରେ ପୁଣି ଆସୁଛି ଆଉଏକ ଲଘୁଚାପ । ୧୩ ରୁ ୧୫ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

Advertisment

ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହୋଇପାରେ। ପ୍ରଭାବରେ ୧୩ରୁ ୧୫ ତାରିଖ ପର୍ୟ୍ୟନ୍ତ ବର୍ଷା ହେବ। ବାଲେଶ୍ବର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହୋଇପାରେ। ପ୍ରଭାବରେ ୧୩ରୁ ୧୫ ତାରିଖ ପର୍ୟ୍ୟନ୍ତ ବର୍ଷା ହେବ। ବାଲେଶ୍ବର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

3y

କନକ ବ୍ୟୁରୋ : ଆସୁଛି ଆଉ ଏକ ଲଘୁଚାପ। ଆସନ୍ତାକାଲି ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଅଧିକ ଘନୀଭୂତ ହୋଇ ୧୩ ତାରିଖ ବେଳକୁ ପଶ୍ଚିମବଙ୍ଗ ଉପରେ ରହିବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହୋଇପାରେ। ପ୍ରଭାବରେ ୧୩ରୁ ୧୫ ତାରିଖ ପର୍ୟ୍ୟନ୍ତ ବର୍ଷା ହେବ। ବାଲେଶ୍ବର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ୧୬ ତାରିଖରେ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ। ସେପଟେ ଓଡ଼ିଶା ଉପରେ ଥିବା ଗଭୀର ଅବପାତ ଦୁର୍ବଳ ହେବାରେ ଲାଗିଛି। ଗତକାଲି ସଂଧ୍ୟା ସୁଦ୍ଧା ଲଘୁଚାପରେ ପରିଣତ ହୋଇ ମଧ୍ୟପ୍ରଦେଶ ଉପରେ ରହିଛି। ଆଜି ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe