କଳିଙ୍ଗା ଘାଟିରେ ପୁଣି ଅଘଟଣ : ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଖସିଲା ପଥର

ପ୍ରବଳ ବର୍ଷା ହେତୁ ନିର୍ମାଣ କାର୍ଯ୍ୟ ବନ୍ଦ ହୋଇଛି । ଗତ ସପ୍ତାହରେ ଭୂସ୍ଖଳନ ପରେ ନିର୍ମାଣ କାର୍ଯ୍ୟ ଚାଲିଥିଲା । କନ୍ଧମାଳ ଓ ଗଞ୍ଜାମ ମଧ୍ୟରେ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଛି ।

kalinga ghati

kalinga ghati Photograph: (KanakNews)

କନକ ବ୍ୟୁରୋ : କନ୍ଧମାଳ କଳିଙ୍ଗା ଘାଟିରେ ପୁଣି ଅଘଟଣ । ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଖସିଲା ପଥର । ପ୍ରବଳ ବର୍ଷା ହେତୁ ନିର୍ମାଣ କାର୍ଯ୍ୟ ବନ୍ଦ ହୋଇଛି । ଗତ ସପ୍ତାହରେ ଭୂସ୍ଖଳନ ପରେ ନିର୍ମାଣ କାର୍ଯ୍ୟ ଚାଲିଥିଲା । କନ୍ଧମାଳ ଓ ଗଞ୍ଜାମ ମଧ୍ୟରେ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଛି । ତେବେ ପୁଣି ଥରେ ପାହାଡ଼ରୁ ପ୍ରବଳ ବର୍ଷା ପାଣି ମାଡ଼ି ଆସିବାରୁ ମରାମତି କାମ ଧୋଇଯାଇଛି । ନିର୍ମାଣ ପାଇଁ ବ୍ୟବହାର ହେଉଥିବା ପଥର, ବାଲି ଓ ଗୋଡ଼ି ମଧ୍ୟ ପୂରା ଧୋଇ ହୋଇଯାଇଛି । ଗତ ସପ୍ତାହରେ ମଧ୍ୟ କଳିଙ୍ଗା ଘାଟିରେ ଭୟଙ୍କର ଭୂସ୍ଖଳନ ହୋଇଥିଲା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe