ଆତଙ୍କବାଦୀଙ୍କ ଘର ଉଡ଼ାଇଲା ସେନା : ପହଲଗାମ ଆକ୍ରମଣରେ ସାମିଲ ଥିବା ସନ୍ଦେହରେ କାର୍ଯ୍ୟାନୁଷ୍ଠାନ

Advertisment

ବିସ୍ଫୋରଣରେ ଉଡିଲା ଆତଙ୍କବାଦୀର ଘର । ଆତଙ୍କବାଦୀ ଆସିଫ୍ ଶେଖ୍‌ ଓ ଆଦିଲ ଗୁରି ର ଘରକୁ ଆଇଡି ବିସ୍ଫୋରଣରେ ଉଡାଇ ଦିଆଯାଇଛି  । ଜମ୍ମୁକାଶ୍ମୀରର ତ୍ରାଲ ଓ ବିଜ୍‌ବେହାରାରେ ଥିବା ଘରକୁ ମାଟିରେ ମିଶାଇ ଦେଇଛି ଭାରତୀୟ ସେନା

Updated On

ବିସ୍ଫୋରଣରେ ଉଡିଲା ଆତଙ୍କବାଦୀର ଘର । ଆତଙ୍କବାଦୀ ଆସିଫ୍ ଶେଖ୍‌ ଓ ଆଦିଲ ଗୁରି ର ଘରକୁ ଆଇଡି ବିସ୍ଫୋରଣରେ ଉଡାଇ ଦିଆଯାଇଛି  । ଜମ୍ମୁକାଶ୍ମୀରର ତ୍ରାଲ ଓ ବିଜ୍‌ବେହାରାରେ ଥିବା ଘରକୁ ମାଟିରେ ମିଶାଇ ଦେଇଛି ଭାରତୀୟ ସେନା

ଅଦ୍ୟତନ ହୋଇଛି
atanki hosue

Photograph: (KANAK NEWS)

କନକବ୍ୟୁରୋ : ବିସ୍ଫୋରଣରେ ଉଡିଲା ଆତଙ୍କବାଦୀର ଘର । ଆତଙ୍କବାଦୀ ଆସିଫ୍ ଶେଖ୍‌ ଓ ଆଦିଲ ଗୁରି ର ଘରକୁ ଆଇଡି ବିସ୍ଫୋରଣରେ ଉଡାଇ ଦିଆଯାଇଛି  । ଜମ୍ମୁକାଶ୍ମୀରର ତ୍ରାଲ ଓ ବିଜ୍‌ବେହାରାରେ ଥିବା ଘରକୁ ମାଟିରେ ମିଶାଇ ଦେଇଛି ଭାରତୀୟ ସେନା  ।  ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଆସିଫ୍‌ର ସମ୍ପୃକ୍ତି ଥିବା ସନ୍ଦେହରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି  ।  ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ଯେଉଁ ସ୍କେଚ୍ ଓ ଫଟୋ ଜାରି କରାଯାଇଥିଲା । ସେଥିରେ ଆସିଫ୍‌ ଓ ଆଦିଲ ସମ୍ପୃକ୍ତି ରହିଥିବା ପ୍ରମାଣ ମିଳିଛି ।
---

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe